ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୪ମୃତ

ଭୁବନେଶ୍ୱର, ୧୪/୨: ଆନ୍ଧ୍ର ପ୍ରଦେଶ କୁର୍ଣ୍ଣୁଲ ଭେଲଦୁର୍ତି ମଣ୍ଡଲରେ ଏକ ଅଭାବନୀୟ ଘଟଣା ଘଟିଛି। ସେଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଯାହାଫଳରେ ୧୪ ମୃତ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତମାନଙ୍କୁ ସରକାରୀ  ହସ୍ପିଟାଲରେ ଭର୍ତ୍ତି କରାଯାଇଛି।