ବଢୁଛି ମୃତ୍ୟୁ ସଂଖ୍ୟା: ରାଜ୍ୟରେ ଆଜି ୧୯ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୯/୫: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୧୯ଜଣଙ୍କ ଜୀବନ ନେଇଛି କରୋନା । ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୧୮୦ କୁ ବୃଦ୍ଧି ପାଇଛି ।