ଆସନ୍ତା ୮ ତାରିଖ ୪ଟାରେ ପ୍ରକାଶ ପାଇବ ଯୁକ୍ତଦୁଇ କଳା ରେଜଲ୍ଟ

ଭୁବନେଶ୍ୱର,୫/୮:  ଆସନ୍ତା ୮ ତାରିଖ ୪ଟାରେ ଯୁକ୍ତଦୁଇ କଳା ରେଜଲ୍ଟ ପ୍ରକାଶ ପାଇବ। ଯୁକ୍ତ ଦୁଇ କଳା ସହ ଧନ୍ଦାମୂଳକ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ।www.odisharesults.nic.inରେ ଉପଲବ୍ଧ ହେବ ରେଜଲ୍ଟ। ରେଜଲ୍ଟ ଘୋଷଣା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ରହିଛି।