ଭୁବନେଶ୍ୱର,୪/୧: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୧୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୮୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
2.A 37-year-old male of Sundargarh district who was also suffering from RI-lower limb Amputation following RTA.
— H & FW Dept Odisha (@HFWOdisha) January 4, 2021