ପଶ୍ଚିମ ଓଡିଶା ପାଇଁ ୨୫ କୋଟି ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୧/୬: ରାଜ୍ୟରେ ବଢି ଚାଲିଛି କରୋନା ସଂକ୍ରମଣ। ଏହାରି ମଧ୍ୟରେ କୋଭିଡ୍ ମୁକାବିଲା ପାଇଁ ପ୍ୟାକେଜ୍ ଘୋଷଣା କରିିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ଓଡିଶା ପାଇଁ ୨୫ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।