ଭୁବନେଶ୍ୱର,୨୧ /୧୨: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୩୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
2.A 43-year-old male of Sundargarh district who was also suffering from Hypertension.
3.A 45-year-old male of Sundargarh district.
— H & FW Dept Odisha (@HFWOdisha) December 21, 2020