ଭୁବନେଶ୍ୱର, ୧୪/୧୨: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
2.A 32-year-old female of Dhenkanal district who was also suffering from Diabetes Mellitus & Hypertension.
3.A 60-year-old male of Ganjam District.
4.A 73-year-old male of Jharsuguda district who was also suffering from Diabetes Mellitus & Hypertension.
— H & FW Dept Odisha (@HFWOdisha) December 14, 2020