ଭୁବନେଶ୍ୱର,୨୭ /୧୨: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୩୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
3.A 65 years old male of Nuapada district who was also suffering from Hypertension.
4.A 70 years old male of Sundargarh district.
— H & FW Dept Odisha (@HFWOdisha) December 27, 2020