ଭୁବନେଶ୍ୱର, ୧୫/୧୨: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୩୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
3.A 64-year-old male of Mayurbhanj district who was also suffering from Diabetes Mellitus & Hypertension & Chronic obstructive pulmonary disease.
4.A 40-year-old male of Sambalpur District.
— H & FW Dept Odisha (@HFWOdisha) December 15, 2020