ରାଜ୍ୟରେ ଆଜି ୪୫ ଜଣ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୮/୬: ରାଜ୍ୟରେ ଏଣିକି ପୁଣିଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି। ଆଜି ରାଜ୍ୟରେ ୪୫ ଜଣଙ୍କ ଜୀବନ ନେଇଛି କରୋନା ।   ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୦୮୦ କୁ ବୃଦ୍ଧି ପାଇଛି ।