ଭୁବନେଶ୍ୱର, ୫/୧୨: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
3.A 59-year-old male of Jagatsinghpur district.
4.A 50-year-old male of Nayagarh district.
5.A 72-year-old male of Puri district who was suffering from Diabetes Mellitus & Hypertension.
— H & FW Dept Odisha (@HFWOdisha) December 5, 2020