ଭୁବନେଶ୍ୱର, ୨୪/୧୨: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୪୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୮୪ ଓ ସ୍ଥାନୀୟ ଅଞ୍ଚଳରୁ ୫୭ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୩,୬୪୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୩,୩୯୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୭୫୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 23rd December
New Positive Cases: 141
Of which 0-18 years: 19
In quarantine: 84
Local contacts: 57(Details of local contacts will be shared by concerned District)
1. Angul: 2
2. Balasore: 1
3. Balangir: 1
4. Cuttack: 12
5. Deogarh: 9
6. Dhenkanal: 3— I & PR Department, Odisha (@IPR_Odisha) December 24, 2021
New recoveries: 172
Cumulative tested: 25111815
Positive: 1053645
Recovered: 1043391
Active cases: 1751— I & PR Department, Odisha (@IPR_Odisha) December 24, 2021