ଭୁବନେଶ୍ୱର, ୧/୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୭୬ ଓ ସ୍ଥାନୀୟ ଅଞ୍ଚଳରୁ ୧୨୨ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୩୩ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୫,୧୩୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୪,୮୦୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧,୭୨୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 31st December
New Positive Cases: 298
Of which 0-18 years: 33
In quarantine: 176
Local contacts: 122(Details of local contacts will be shared by concerned District)
1. Balasore: 8
2. Bargarh: 4
3. Bhadrak: 2
4. Balangir: 1
5. Cuttack: 35
6. Deogarh: 1— I & PR Department, Odisha (@IPR_Odisha) January 1, 2022
New recoveries: 209
Cumulative tested: 25584629
Positive: 1055132
Recovered: 1044803
Active cases: 1814— I & PR Department, Odisha (@IPR_Odisha) January 1, 2022