ଭୁବନେଶ୍ୱର,୨ /୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଟିକେ କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୪୯ ଓ ସ୍ଥାନୀୟ ଅଞ୍ଚଳରୁ ୧୭୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୬୭ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୫,୫୫୬କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୪,୯୬୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨,୦୭୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 1st Jan
New Positive Cases: 424
Of which 0-18 years: 67
In quarantine: 249
Local contacts: 175(Details of local contacts will be shared by concerned District)
1. Balasore: 8
2. Bargarh: 10
3. Balangir: 1
4. Boudh: 1
5. Cuttack: 45
6. Dhenkanal: 3— I & PR Department, Odisha (@IPR_Odisha) January 2, 2022
New recoveries: 159
Cumulative tested: 25646281
Positive: 1055556
Recovered: 1044962
Active cases: 2078— I & PR Department, Odisha (@IPR_Odisha) January 2, 2022