ଭୁବନେଶ୍ୱର, ୭/୧: ରାଜ୍ୟରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି। ଗତକାଲି ପଜିଟିଭ୍ ଚିହ୍ନଟ ପରେ ଘରେ ସେ ପୃଥକବାସରେ ଅଛନ୍ତି । ଏହାପରେ ସେ ଗତ ୩ ଦିନରେ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଟେଷ୍ଟ କରାଇବାକୁ ପରାମର୍ଶ ଦେଇଛନ୍ତି।
I was tested asymptomatic Covid positive yesterday and now in home isolation. I request all those who have come in physical contact with me in last 3 days to get themselves tested.#nabadasjsg
— Naba Kisore Das (@nabadasjsg) January 7, 2022