ଭୁବନେଶ୍ୱର, ୯/୧: ରାଜ୍ୟରେ ଏବେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢ଼ିବାରେ ଲାଗିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୭୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୭୫୫ ଓ ସ୍ଥାନୀୟ ଅଞ୍ଚଳରୁ ୧୯୫୯ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୪୧୬ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୭୦,୮୬୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୬,୨୩୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୧,୧୧୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 8th Jan
New Positive Cases: 4714
Of which 0-18 years: 416
In quarantine: 2755
Local contacts: 1959(Details of local contacts will be shared by concerned District)
1. Angul: 22
2. Balasore: 123
3. Bargarh: 56
4. Bhadrak: 7
5. Balangir: 99
6. Boudh: 6— I & PR Department, Odisha (@IPR_Odisha) January 9, 2022
New recoveries: 260
Cumulative tested: 26104669
Positive: 1070869
Recovered: 1046231
Active cases: 16117— I & PR Department, Odisha (@IPR_Odisha) January 9, 2022