ଆରପାରିରେ ପ୍ରଖ୍ୟାତ କଥକ ନୃତ୍ୟଶିଳ୍ପୀ ପଣ୍ଡିତ ବିର୍‌ଜୁ ମହାରାଜ

ଭୁବନେଶ୍ୱର, ୧୭/୧:ପ୍ରଖ୍ୟାତ କଥକ ନୃତ୍ୟଶିଳ୍ପୀ ପଣ୍ଡିତ ବିର୍‌ଜୁ ମହାରାଜଙ୍କ ଆଜି ପରଲୋକ ଘଟିଛି। ହୃଦ୍‌ଘାତ ଯୋଗୁ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା।ପଦ୍ମ ବିଭୂଷଣ ଓ ସଙ୍ଗୀତ ନାଟକ ଏକାଡେମୀ ସମ୍ମାନରେ ସେ ସମ୍ମାନିତ ହୋଇଥିଲେ ।