ଭୁବନେଶ୍ୱର, ୧୭/୨: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫୧୬ ଓ ସ୍ଥାନୀୟ ଅଞ୍ଚଳରୁ ୩୭୦ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୬୯ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୦,୭୮୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୬୩,୧୦୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮,୬୬୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 16th Feb
New Positive Cases: 886
Of which 0-18 years: 169
In quarantine: 516
Local contacts: 370(Details of local contacts will be shared by concerned District)
1. Angul: 14
2. Balasore: 36
3. Bargarh: 10
4. Bhadrak: 11
5. Balangir: 13
6. Boudh: 5— I & PR Department, Odisha (@IPR_Odisha) February 17, 2022
23. Nawarangpur: 13
24. Nayagarh: 20
25. Nuapada: 19
26. Puri: 8
27. Rayagada: 22
28. Sambalpur: 179
29. Sonepur: 25
30. Sundargarh: 79
31. State Pool: 19New recoveries: 1639
Cumulative tested: 28656761
Positive: 1280784
Recovered: 1263106
Active cases: 8664— I & PR Department, Odisha (@IPR_Odisha) February 17, 2022