ଭୁବନେଶ୍ୱର, ୧୪/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୪୧ ଓ ସ୍ଥାନୀୟ ଅଞ୍ଚଳରୁ ୨୭ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୧୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୬୯୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୬,୬୭୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮୫୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 13th March
New Positive Cases: 68
Of which 0-18 years: 12
In quarantine: 41
Local contacts: 27(Details of local contacts will be shared by concerned District)
1. Angul: 4
2. Balasore: 3
3. Bhadrak: 1
4. Balangir: 1
5. Cuttack: 4
6. Gajapati: 7— I & PR Department, Odisha (@IPR_Odisha) March 14, 2022
New recoveries: 110
Cumulative tested: 29919332
Positive: 1286694
Recovered: 1276675
Active cases: 851— I & PR Department, Odisha (@IPR_Odisha) March 14, 2022