ଭୁବନେଶ୍ୱର,୧୭/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬୪ ଓ ସ୍ଥାନୀୟ ଅଞ୍ଚଳରୁ ୪୧ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୨୨ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୯୫୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୬,୦୪୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭୪୩ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 16th March
New Positive Cases: 105
Of which 0-18 years: 22
In quarantine: 64
Local contacts: 41(Details of local contacts will be shared by concerned District)
1. Balasore: 6
2. Bargarh: 2
3. Balangir: 4
4. Boudh: 2
5. Cuttack: 1
6. Deogarh: 1— I & PR Department, Odisha (@IPR_Odisha) March 17, 2022
New recoveries: 111
Cumulative tested: 30057960
Positive: 1286957
Recovered: 1277045
Active cases: 743— I & PR Department, Odisha (@IPR_Odisha) March 17, 2022