ଭୁବନେଶ୍ୱର, ୨୦/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୭ ଓ ସ୍ଥାନୀୟ ଅଞ୍ଚଳରୁ ୧୮ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୮ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୧୫୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୭,୩୫୭ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୬୨୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
7. Jharsuguda: 1
8. Kendrapada: 6
9. Khurda: 1
10. Koraput: 3
11. Mayurbhanj: 1
12. Nawarangpur: 1
13. Nayagarh: 1
14. Rayagada: 1
15. Sambalpur: 1
16. Sundargarh: 1New recoveries: 86
Cumulative tested: 30189134
Positive: 1287153
Recovered: 1277357
Active cases: 627— I & PR Department, Odisha (@IPR_Odisha) March 20, 2022