ଭୁବନେଶ୍ୱର, ୨୧/୩: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୪ ଓ ସ୍ଥାନୀୟ ଅଞ୍ଚଳରୁ ୧୬ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ୮ ଜଣ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୧୯୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୭,୪୨୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୬୦୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
8. Kendrapada: 1
9. Khurda: 4
10. Koraput: 6
11. Mayurbhanj: 4
12. Sambalpur: 1
13. State Pool: 1New recoveries: 67
Cumulative tested: 30222368
Positive: 1287193
Recovered: 1277424
Active cases: 600— I & PR Department, Odisha (@IPR_Odisha) March 21, 2022