ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର,୩୦/୩: ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ। ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସହକାରୀ ନିର୍ବାହୀ ଯନ୍ତ୍ରୀ ଗୋବିନ୍ଦ ସାହୁ। ସେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୩ଟି ଜିଲ୍ଲାର ୬ଟି ସ୍ଥାନରେ ଚଢାଉ ହୋଇଥିବା ସୂଚନା ମିଳିଛି।ଏକକାଳୀନ ଖୋର୍ଦ୍ଧା, ନୟାଗଡ଼ , କଟକ ଜିଲ୍ଲାରେ ଚାଲିଛି ରେଡ୍‌ ଚାଲିଛି। ରେଡ୍‌ ପରେ ଜଣାପଡିିବ କେତେ ସମ୍ପତି ରହିଛି।