ଭୁବନେଶ୍ୱର,୧୦/୪: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫ ଓ ସ୍ଥାନୀୟ ଅଞ୍ଚଳରୁ ୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଅଛନ୍ତି ଜଣେ। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୮୪୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୮,୫୧୬ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୫୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
New recoveries: 31
Cumulative tested: 30908931
Positive: 1287842
Recovered: 1278516
Active cases: 152— I & PR Department, Odisha (@IPR_Odisha) April 10, 2022