ପବିତ୍ର ମହାବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪/୪:ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଶେଷରେ ସେ ଜୟ ଜଗନ୍ନାଥ କହିଛନ୍ତି।