ଭୁବନେଶ୍ୱର,୧୭/୪: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୭ ଓ ସ୍ଥାନୀୟ ଅଞ୍ଚଳରୁ ୩ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୨୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୮,୬୪୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୦୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
New recoveries: 19
Cumulative tested: 31046779
Positive: 1287922
Recovered: 1278641
Active cases: 105— I & PR Department, Odisha (@IPR_Odisha) April 17, 2022