ଭୁବନେଶ୍ୱର,୧୮/୪: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୮ ଓ ସ୍ଥାନୀୟ ଅଞ୍ଚଳରୁ ୫ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୩୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୮,୬୫୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୦୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
6. Puri: 1
7. Sambalpur: 3
8. Sonepur: 1New recoveries: 11
Cumulative tested: 31065665
Positive: 1287935
Recovered: 1278652
Active cases: 107— I & PR Department, Odisha (@IPR_Odisha) April 18, 2022