ଭୁବନେଶ୍ୱର,୨୩/୪: ସୁଧୁରିଛି କରୋନା ଅବସ୍ଥା। ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ଜଣେ ଓ ସ୍ଥାନୀୟ ଅଞ୍ଚଳରୁ କେହି ରୋଗୀ ଚିହ୍ନଟ ହୋଇନାହାନ୍ତି। ୦-୧୮ ବର୍ଷ ଭିତରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୮୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୮,୭୧୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 22nd April
New Positive Cases: 1
Of which 0-18 years: 0
In quarantine: 1
Local contacts: 01. Sambalpur: 1
New recoveries: 17
Cumulative tested: 31161429
Positive: 1287980
Recovered: 1278718
Active cases: 85— I & PR Department, Odisha (@IPR_Odisha) April 23, 2022