ଭୁବନେଶ୍ୱର,୪/୫: ସୁଧୁରିଛି କରୋନା ଅବସ୍ଥା। ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୬ ଓ ସ୍ଥାନୀୟ ଅଞ୍ଚଳରୁ ୪ ରୋଗୀ ଚିହ୍ନଟ ହୋଇନାହାନ୍ତି। ୦-୧୮ ବର୍ଷ ଭିତରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୦୮୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୮,୮୧୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୯୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
5. Khurda: 3
6. Nuapada: 1
7. Sambalpur: 1
8. Sundargarh: 1New recoveries: 8
Cumulative tested: 31364207
Positive: 1288085
Recovered: 1278814
Active cases: 92— I & PR Department, Odisha (@IPR_Odisha) May 4, 2022