୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦/୫: ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଅପରାହ୍ଣ ୪ଟା ୩୦ରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରି ରାଜ୍ୟର ସ୍ବାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ ବୋଲି ସୂଚନା ରହିଛି।