ଭୁବନେଶ୍ୱର,୫/୦୬: ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୨ ଓ ସ୍ଥାନୀୟ ଅଞ୍ଚଳରୁ ୭ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୫୦୪ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୯,୨୩୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୯୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
6. Nayagarh: 1
7. Sundargarh: 1
8. State Pool: 1New recoveries: 8
Cumulative tested: 31804157
Positive: 1288504
Recovered: 1279235
Active cases: 90— I & PR Department, Odisha (@IPR_Odisha) June 5, 2022