ଆଉ ୪୮ ଘଣ୍ଟା ଭିତରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା!

ଭୁବନେଶ୍ୱର,୧୫/୦୬: ଆଉ ୪୮ ଘଣ୍ଟା ଭିତରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ ପାଇଁ ପାଗ ଅନୁକୂଳ ଅଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ରାଜ୍ୟର କେତେକ ଜିଲ୍ଲାରେ ପ୍ରାକ ମୌସୁମୀ ହେବା ନେଇ ସୂଚନା ରହିଛି।