ଭୁବନେଶ୍ୱର,୧୮/୦୬: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୩ ଓ ସ୍ଥାନୀୟ ଅଞ୍ଚଳରୁ ୧୫ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୮୦୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୯,୪୧୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୦୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
New recoveries: 21
Cumulative tested: 31936850
Positive: 1288800
Recovered: 1279419
Active cases: 202— I & PR Department, Odisha (@IPR_Odisha) June 18, 2022