ସାରା ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଜାରି

ଭୁବନେଶ୍ୱର,୧୯/୦୬: ପ୍ରବଳ ଗରମ ରୁ ମିଳିଲା ତ୍ରାହି। ଏବେ ସାରା ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଛି। ମୌସୁମୀ ଅଗ୍ରସର ପାଇଁ ବାଟ ଫିଟାଉଛି ପ୍ରାକ୍ ମୌସୁମୀ ବର୍ଷା।ଓଡ଼ିଶାର ଅନ୍ୟ ଅଞ୍ଚଳକୁ ମୌସୁମୀ ଅଗ୍ରସର ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି। ସେହିଭଳି ଆଗାମୀ ୫ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିିିଛି।