ଭୁବନେଶ୍ୱର,୨୧/୦୬: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୯୫୦ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୯,୪୭୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୯୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
7. Sambalpur: 2
8. Sundargarh: 1
9. State Pool: 7New recoveries: 28
Cumulative tested: 31970167
Positive: 1288950
Recovered: 1279479
Active cases: 292— I & PR Department, Odisha (@IPR_Odisha) June 21, 2022