ଭୁବନେଶ୍ୱର,୨୨/୦୬: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୭ ଓ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୯୯୫ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୯,୪୯୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୩୧୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
7. Mayurbhanj: 1
8. Puri: 1
9. Sambalpur: 1
10. State Pool: 4New recoveries: 20
Cumulative tested: 31981863
Positive: 1288995
Recovered: 1279499
Active cases: 317— I & PR Department, Odisha (@IPR_Odisha) June 22, 2022