ଭୁବନେଶ୍ୱର,୨୪/୦୬: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୬ ଓ ସ୍ଥାନୀୟ ଅଞ୍ଚଳରୁ ୨୫ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୧୨୯ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୯,୫୫୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୩୯୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
7. Rayagada: 1
8. Sundargarh: 5
9. State Pool: 8New recoveries: 24
Cumulative tested: 32009458
Positive: 1289129
Recovered: 1279559
Active cases: 391— I & PR Department, Odisha (@IPR_Odisha) June 24, 2022