୧୮ ମାସରେ ସରିବ ବରମୁଣ୍ଡା ବସଷ୍ଟାଣ୍ଡର ଉନ୍ନତୀକରଣ କାମ

ଭୁବନେଶ୍ୱର, ୧୦/୧୨: ଭୁବନେଶ୍ୱର ବରମୁଣ୍ଡା ବସଷ୍ଟାଣ୍ଡରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଂଚି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ ସେ କେତେ ବାଟ ଆଗେଇଲାଣି ବସଷ୍ଟାଣ୍ଡ ଉନ୍ନତୀକରଣ କାମର ତଦାରଖ କରିଛନ୍ତି। ୧୮ ମାସରେ ସରିବ ବରମୁଣ୍ଡା ବସଷ୍ଟାଣ୍ଡର ଉନ୍ନତୀକରଣ କାମ।ଏହି ଉନ୍ନତୀକରଣ ପାଇଁ ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା।ବରମୁଣ୍ଡା ବସଷ୍ଟାଣ୍ଡରେ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କରିଛନ୍ତି।