ଭୁବନେଶ୍ୱର,୨୯/୦୬: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୯୫ ଓ ସ୍ଥାନୀୟ ଅଞ୍ଚଳରୁ ୬୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୬୦୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୯,୭୯୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୬୨୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
7. Keonjhar: 1
8. Khurda: 60
9. Mayurbhanj: 1
10. Nuapada: 1
11. Puri: 5
12. Rayagada: 5
13. Sambalpur: 1
14. Sonepur: 8
15. Sundargarh: 13
16. State Pool: 15New recoveries: 49
Cumulative tested: 32069101
Positive: 1289602
Recovered: 1279794
Active cases: 629— I & PR Department, Odisha (@IPR_Odisha) June 29, 2022