ଭୁବନେଶ୍ୱର,୨/୦୭: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୩୫ ଓ ସ୍ଥାନୀୟ ଅଞ୍ଚଳରୁ ୯୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୦,୧୯୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୭୯,୯୭୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୦୩୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 1st July
New Positive Cases: 231
Of which 0-18 years: 30
In quarantine: 135
Local contacts: 96(Details of local contacts will be shared by concerned District)
1. Balasore: 13
2. Bhadrak: 5
3. Balangir: 1
4. Cuttack: 35
5. Deogarh: 3
6. Jagatsinghpur: 2— I & PR Department, Odisha (@IPR_Odisha) July 2, 2022
New recoveries: 68
Cumulative tested: 32111109
Positive: 1290192
Recovered: 1279978
Active cases: 1035— I & PR Department, Odisha (@IPR_Odisha) July 2, 2022