ଭୁବନେଶ୍ୱର,୭/୦୭: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୫୧ ଓ ସ୍ଥାନୀୟ ଅଞ୍ଚଳରୁ ୧୭୭ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୧,୯୪୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୮୦,୫୩୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୨୩୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 6th July
New Positive Cases: 428
Of which 0-18 years: 56
In quarantine: 251
Local contacts: 177(Details of local contacts will be shared by concerned District)
1. Balasore: 22
2. Bargarh: 4
3. Bhadrak: 5
4. Cuttack: 88
5. Deogarh: 1
6. Ganjam: 1— I & PR Department, Odisha (@IPR_Odisha) July 7, 2022
22. Sonepur: 2
23. Sundargarh: 20
24. State Pool: 43New recoveries: 150
Cumulative tested: 32180824
Positive: 1291946
Recovered: 1280532
Active cases: 2235— I & PR Department, Odisha (@IPR_Odisha) July 7, 2022