ଭୁବନେଶ୍ୱର,୯/୦୭: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୫୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୦୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧୨ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୨,୯୨୮ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୮୦,୯୫୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୭୯୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 8th July
New Positive Cases: 512
Of which 0-18 years: 59
In quarantine: 300
Local contacts: 212(Details of local contacts will be shared by concerned Dist)
1. Angul: 1
2. Balasore: 3
3. Bargarh: 1
4. Bhadrak: 1
5. Cuttack: 89
6. Deogarh: 2
7. Ganjam: 2— I & PR Department, Odisha (@IPR_Odisha) July 9, 2022
New recoveries: 204
Cumulative tested: 32213057
Positive: 1292928
Recovered: 1280954
Active cases: 2795— I & PR Department, Odisha (@IPR_Odisha) July 9, 2022