ଭୁବନେଶ୍ୱର,୧୭/୦୭: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୮୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୫୧୨ ଓ ସ୍ଥାନୀୟ ଅଞ୍ଚଳରୁ ୩୬୦ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୧୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୯,୧୧୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨,୮୪,୨୩୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୫୬୯୬ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 16th July
New Positive Cases: 872
Of which 0-18 years: 123
In quarantine: 512
Local contacts: 360(Details of local contacts will be shared by concerned District)
1. Angul: 4
2. Balasore: 8
3. Bargarh: 9
4. Bhadrak: 6
5. Balangir: 7
6. Boudh: 11— I & PR Department, Odisha (@IPR_Odisha) July 17, 2022
23. Nuapada: 7
24. Puri: 19
25. Rayagada: 6
26. Sambalpur: 23
27. Sonepur: 26
28. Sundargarh: 144
29. State Pool: 61New recoveries: 552
Cumulative tested: 32353053
Positive: 1299112
Recovered: 1284235
Active cases: 5696— I & PR Department, Odisha (@IPR_Odisha) July 17, 2022