ଭୁବନେଶ୍ୱର, ୧୩/୧୨: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୩୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
Regret to inform the demise of five numbers of Covid positive patients while under treatment in hospitals.
1.A 59-year-old male of Bhubaneswar who was also suffering from Diabetes Mellitus.
— H & FW Dept Odisha (@HFWOdisha) December 13, 2020
4.A 68-year-old male of Mayurbhanj district who was also suffering from Hypertension.
5.A 59-year-old male of Sundargarh district who was also suffering from Sjogren’s Syndrome.
— H & FW Dept Odisha (@HFWOdisha) December 13, 2020