ଭୁବନେଶ୍ୱର,୨୫/୦୮: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୫୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୦୮ ଓ ସ୍ଥାନୀୟ ଅଞ୍ଚଳରୁ ୧୪୭ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୮୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୧୨୧କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୪,୭୫୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୨୧୪୮ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 24th August
New Positive Cases: 355
Of which 0-18 years: 80
In quarantine: 208
Local contacts: 147(Details of local contacts will be shared by concerned District)
1. Angul: 1
2. Balasore: 7
3. Bargarh: 12
4. Bhadrak: 2
5. Balangir: 25
6. Boudh: 28— I & PR Department, Odisha (@IPR_Odisha) August 25, 2022
24. Nuapada: 11
25. Puri: 4
26. Rayagada: 4
27. Sambalpur: 6
28. Sonepur: 5
29. Sundargarh: 78
30. State Pool: 14New recoveries: 403
Cumulative tested: 33083915
Positive: 1326121
Recovered: 1314752
Active cases: 2148— I & PR Department, Odisha (@IPR_Odisha) August 25, 2022