ଦୁଇ ଦିନିଆ ରିମାଣ୍ଡରେ ଯିବେ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର, ୧୫/୧୨: ଦୁଇ ଦିନିଆ ରିମାଣ୍ଡରେ ଯିବେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ ଏସଆଇଟି । ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ଭୁବନେଶ୍ୱର ଏସଡିଜେଏମ କୋର୍ଟ । ଠକେଇ ମାମଲାରେ ଖୋଳତାଡ କରିବ ଏସଆଇଟି ।