ଭୁବନେଶ୍ୱର,୩୦/୦୮: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୨୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୩୬ ଓ ସ୍ଥାନୀୟ ଅଞ୍ଚଳରୁ ୯୬ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୭,୩୮୨କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୬,୧୭୨ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୯୮୨ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 29th August
New Positive Cases: 232
Of which 0-18 years: 38
In quarantine: 136
Local contacts: 96(Details of local contacts will be shared by concerned District)
1. Angul: 1
2. Bhadrak: 1
3. Balangir: 8
4. Boudh: 1
5. Cuttack: 30
6. Deogarh: 1— I & PR Department, Odisha (@IPR_Odisha) August 30, 2022
20. Rayagada: 5
21. Sambalpur: 12
22. Sonepur: 2
23. Sundargarh: 40
24. State Pool: 15New recoveries: 243
Cumulative tested: 33163585
Positive: 1327382
Recovered: 1316172
Active cases: 1982— I & PR Department, Odisha (@IPR_Odisha) August 30, 2022