ଭୁବନେଶ୍ୱର,୧/୦୯: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୦୯ ଓ ସ୍ଥାନୀୟ ଅଞ୍ଚଳରୁ ୭୮ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୭,୮୪୪କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୬,୮୧୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୮୦୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 31st August
New Positive Cases: 187
Of which 0-18 years: 28
In quarantine: 109
Local contacts: 78(Details of local contacts will be shared by concerned District)
1. Balasore: 6
2. Bargarh: 5
3. Bhadrak: 2
4. Balangir: 10
5. Cuttack: 8
6. Deogarh: 2— I & PR Department, Odisha (@IPR_Odisha) September 1, 2022
22. Sambalpur: 8
23. Sonepur: 2
24. Sundargarh: 37
25. State Pool: 8New recoveries: 340
Cumulative tested: 33193751
Positive: 1327844
Recovered: 1316814
Active cases: 1800— I & PR Department, Odisha (@IPR_Odisha) September 1, 2022