ଭୁବନେଶ୍ୱର,୩/୦୯: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୦୨ ଓ ସ୍ଥାନୀୟ ଅଞ୍ଚଳରୁ ୭୨ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୮,୨୪୪କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୭,୨୭୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୭୩୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 2nd Sept
New Positive Cases: 174
Of which 0-18 years: 13
In quarantine: 102
Local contacts: 72(Details of local contacts will be shared by concerned District)
1. Angul: 1
2. Balasore: 4
3. Bargarh: 1
4. Bhadrak: 2
5. Balangir: 1
6. Boudh: 3— I & PR Department, Odisha (@IPR_Odisha) September 3, 2022
22. Nuapada: 5
23. Puri: 9
24. Rayagada: 4
25. Sambalpur: 1
26. Sundargarh: 10
27. State Pool: 13New recoveries: 236
Cumulative tested: 33219994
Positive: 1328244
Recovered: 1317278
Active cases: 1734— I & PR Department, Odisha (@IPR_Odisha) September 3, 2022