ଭୁବନେଶ୍ୱର,୮/୦୯: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୩୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୫୭ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୯,୪୭୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୧୮,୫୫୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୬୮୫ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।
Covid-19 Report For 7th Sept
New Positive Cases: 269
Of which 0-18 years: 48
In quarantine: 157
Local contacts: 112(Details of local contacts will be shared by concerned District)
1. Balasore: 7
2. Bargarh: 5
3. Balangir: 6
4. Boudh: 2
5. Cuttack: 21
6. Deogarh: 5— I & PR Department, Odisha (@IPR_Odisha) September 8, 2022
22. Sambalpur: 14
23. Sonepur: 2
24. Sundargarh: 40
25. State Pool: 15New recoveries: 199
Cumulative tested: 33288029
Positive: 1329472
Recovered: 1318550
Active cases: 1685— I & PR Department, Odisha (@IPR_Odisha) September 8, 2022